Masthead

ଜେସିବି ଚୋରି ଅଭିଯୋଗରେ ଦୁଇ ଗିରଫ

ସୋରଡା (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ସୋରଡା ଥାନା ଅଞ୍ଚଳରୁ ଚୋରି ହୋଇଥିବା ଜେସିବି ମେସିନ ଜବତ,ଦୁଇ ଗିରଫ। ଗିରଫ ଅଭିଯୁକ୍ତମାନେ ହେଲେ ଦୁବୁଲୁଣ୍ଡା ଗ୍ରାମର ରୁଦ୍ରନାରାୟଣ ଜେନା ଓ ଦୂତିକୃଷ୍ଣ ଜେନା।ସୂଚନା ମୁତାବକ ଗତ ୨୨ ତାରିଖ ମଧ୍ୟ ରାତିରେ ମଠ ସାହିରେ ରହୁଥିବା ଲଣ୍ଡା ପାତ୍ରଙ୍କ ଜେସିବି ଘର ସାମ୍ନାରୁ ଚୋରି ହୋଇଥିଲା।

ଏନେଇ ସୋରଡା ଥାନାରେ ମାମଲା ହୋଇଥିଲା ।ପୋଲିସ ତଦନ୍ତ କରି ଚୋରିରେ ସମ୍ପୃକ୍ତ ଥିବା ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି। ସେମାନଙ୍କ ଠାରୁ ଜେସିବି ଗାଡି ସହ ଏକ ବାଇକକୁ ଜବତ କରିଛି।ଦୁଇ ଅଭିଯୁକ୍ତ ଜେସିବି ଅପରେଟର ଭାବେ କାମ କରୁଥିବା ତଦନ୍ତରୁ ଜଣାପଡିଥିବା କହିଛନ୍ତି ଥାନା ଅଧିକାରୀ ରମେଶ କୁମାର ପ୍ରଧାନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼