Masthead

ଦୀପାବଳିରେ ଫୁଟିବନି ବାଣ !

(ବଡ଼ ଖବର ବ୍ୟୁରୋ):  ଦୀପାବଳିରେ ଫୁଟିବନି ବାଣ । ଏ ନେଇ ସଂପୂର୍ଣ୍ଣ କଟକଣା ଜାରି ହୋଇଛି । ସ୍ୱସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ଏ ନେଇ ସୂଚନା ଦେଇଛନ୍ତି ।

କରୋନା ପାଇଁ ଚଳିତ ବର୍ଷ ଦୀପାବଳିରେ ବାଣ ଫୁଟାଇବା ଉପରେ ରୋକ ଲଗାଯାଇଛି । ବିଜୟ ମହାପାତ୍ର ଆହୁରି କହିଛନ୍ତି ଯେ, ଆମେ ଏବେ ପାଣ୍ଡାମିକ ସ୍ଥିତିରେ ଅଛୁ । ଭୁବନେଶ୍ୱରରେ ସଂକ୍ରମଣ ତଳ ଉପର ହୋଇ ପ୍ଲାଟୋ ଷ୍ଟେଜରେ ରହିଛି । ତେବେ ଟ୍ରାନ୍ସମିସନ ଭଳି ପରବେଶ ସୃଷ୍ଟି ନ କରିବା ପାଇଁ ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି