Masthead

ବନ୍ଦ ହେବ ଟିଟିପିଏସ!

ତାଲଚେର (ବଡ଼ ଖବର ବ୍ୟୁରୋ): ବନ୍ଦ ହେବ ଟିଟିପିଏସ । ତାଳଚେର ଥର୍ମାଲ ପାୱାର ଷ୍ଟେସନ ଟିଟିପିଏସ ଆଜି ବନ୍ଦ ହେବା ନେଇ ଆଜି ସୂଚନା ମୁତାବକ ପ୍ଲାଣ୍ଟର ଶେଷଦିନ । ପ୍ଲାଣ୍ଟ ବନ୍ଦ ହେବାନେଇ ଆଜି ପ୍ଲାଣ୍ଟ ସମ୍ମୁଖରେ ଶ୍ରମିକ ଏକତା ମଞ୍ଚ ତରଫରୁ ଧାରଣା ଦିଆଯାଇଛି । ଯଦି ପ୍ଲାଣ୍ଟ କର୍ତ୍ତୃପକ୍ଷ କିମ୍ବା ସରକାର ଏହି ଶ୍ରମିକମାନଙ୍କ ପେଟ ପାଟଣାକୁ ଗୁରୁତ୍ୱ ନଦିଅନ୍ତି ପ୍ଲାଣ୍ଟ ସମ୍ପ୍ରସାରଣ କିମ୍ବା ପୁନଃ ଚଳନ ନକରି ପ୍ଲାଣ୍ଟକୁ ସମ୍ପୂର୍ଣ୍ଣ ବନ୍ଦ କରିଦିଅନ୍ତି ପ୍ଲାଣ୍ଟରେ କାର୍ଯ୍ୟ କରୁଥିବା ସମସ୍ତ ୧୬୦୦ ଠିକା ଶ୍ରମିକ ପ୍ଲାଣ୍ଟ ସମ୍ମୁଖରେ ଆତ୍ମାହୁତି ଦେବା ସହ ଆଗାମୀ ପଞ୍ଚାୟତ ନିର୍ବାଚନରେ ନିଜ ନିଜ ପଞ୍ଚାୟତରେ ଭୋଟ ବର୍ଜନ କରିବେ ବୋଲି ପ୍ରତିକ୍ରିୟା ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି