Masthead

ଆର୍ୟନଙ୍କୁ ଭେଟିଲେ ମା’ ଗୌରୀ ଖାନ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ଆର୍ୟନ ଖାନ ଗିରଫ ହୋଇଛନ୍ତି । ବାରମ୍ବାର ତାଙ୍କର ଜାମିନ ପାଇଁ ଅନେକ ଚେଷ୍ଟା କରିଆସୁଛନ୍ତି ପିତା ଶାହରୁଖ ଖାନ । ହେଲେ ଦିନ ପରେ ଦିନ ଘୁଞ୍ଚୁଥିଲେ ମଧ୍ୟ ଆର୍ୟନ ଖାନଙ୍କୁ ଜାମିନ ମିଳିପାରୁ ନାହିଁ । ଏହା ମଧ୍ୟରେ ପୁଅକୁ ଭେଟିବାକୁ ମା’ ଗୌରୀ ଖାନ ଅର୍ଥର ରୋଡ ଜେଲକୁ ଯାଇଥିବାର କଥା ସାମ୍ନାକୁ ଆସିଛି ।

ଏହା ପୂର୍ବରୁ ପିତା ଶାହରୁଖ ଖାନ ଅକ୍ଟୋବର ୨୧ରେ ପୁଅ ଆର୍ୟନ ଖାନଙ୍କୁ ଭେଟିବାକୁ ଜେଲ ଯାଇଥିଲେ । ପୁଅ ଆର୍ୟନ ସାଙ୍ଗରେ ଅର୍ଥର ରୋଡ ଜେଲରେ ୧୬ ରୁ ୧୮ ମିନିଟ ପର୍ଯ୍ୟନ୍ତ ଶାହରୁଖ କଥା ହୋଇଥିଲେ । କଥା ବାର୍ତ୍ତା ସମୟରେ ବାପ ଓ ପୁଅଙ୍କ ମଧ୍ୟରେ ଏକ କାଚର କାନ୍ଥ ରହିଥିଲା । ଦୁହେଁ ଇଣ୍ଟରକମରେ କଥା ହୋଇଥିଲେ । ଏହି ସାକ୍ଷାତ ସମୟରେ ଜେଲର ଅଧିକାରୀ ସେଠାରେ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼