Masthead

ମମିତା ହତ୍ୟା ମାମଲା, ବାପା ଦେଲେ ସାଂଘାତିକ ତଥ୍ୟ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାରେ ବାପା ଦେଲେ ସାଂଘାତିକ ତଥ୍ୟ । ମମିତା ନିଖୋଜ ନେଇ ଗୋବିନ୍ଦ ଏତଲା ଲେଖାଇଥିଲେ । ମମିତା ନିଖୋଜ ପରେ ଆମେ ମହାଲିଙ୍ଗ କଲେଜକୁ ଯାଇଥିଲୁ । ସେଠାରେ ଗୋବିନ୍ଦ ସାହୁ ଥିଲେ । ଜଣେ କିରାଣିକୁ ଡାକି ଏତଲା ଲେଖାଇଥିଲେ । ମୁଁ ନପଢି ସେଥିରେ ଦସ୍ତଖତ କରିଥିଲି ।

ଆମେ ଯିବା ପୂର୍ବରୁ ଗୋବିନ୍ଦ ଆଗୁଆ କେଗାଁ ଥାନାକୁ ପଳାଇଲେ । ଗୋବିନ୍ଦ ପହଞ୍ଚିବାର ୧୦ ମିନିଟ ପରେ ଆମେ ପହଞ୍ଚିଲୁ । ଗୋବିନ୍ଦ ସାହୁ ଥାନା ବାବୁଙ୍କ ସହ କ’ଣ କଥା ହୋଇଥିଲା କେଜାଣି, ଆମେ ସେଠି ପହଞ୍ଚିଲା ବେଳକୁ ଥାନା ବାବୁ ଆମ ଏତଲା ରଖିଲେନି । ତୁରେକେଲା ଥାନାରେ ଏତଲା ଦିଅ ବୋଲି ଥାନା ବାବୁ କହିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ