Masthead

ରାସ୍ତାରୋକ ବେଳେ ଆମ୍ବୁଲାନ୍ସ ଭଙ୍ଗାରୁଜା

କେନ୍ଦୁଝର (ବଡ଼ ଖବର ବ୍ୟୁରୋ):  ରାସ୍ତାରୋକ ବେଳେ ଆମ୍ବୁଲାନ୍ସ ଭଙ୍ଗାରୁଜା । ଆମ୍ବୁଲାନ୍ସ କର୍ମଚାରୀଙ୍କୁ ଆକ୍ରମଣ କଲେ ଆନ୍ଦୋଳନକାରୀ । ଯୁବତୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଚାଲିଥିଲା ଆନ୍ଦୋଳନ । ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲାରେ । ଆମ୍ବୁଲାନ୍ସ କର୍ମଚାରୀଙ୍କ ପକ୍ଷରୁ ପଣ୍ଡାପଡ଼ା ଥାନାରେ ଲିଖିତ ଅଭିଯୋଗ ହୋଇଛି । ଯୁବତୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଅଭିଯୁକ୍ତଙ୍କ ଗିରଫ ଦାବିରେ ଚାଲିଥିଲା ଆନ୍ଦୋଳନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା