Masthead

ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବିରେ ଡିଜି ଅଫିସ ଘେରାଉ

କଟକ (ବଡ଼ ଖବର ବ୍ୟୁରୋ): ମହାଲିଙ୍ଗି ସ୍କୁଲର ଅଧ୍ୟାପିକା ମମିତା ମେହେର ହତ୍ୟା ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ରାଜ୍ୟ ଯୁବ କଂଗ୍ରେସ ତରଫରୁ ଡିଜି ଅଫିସ ଘେରାଉ । ସୁରକ୍ଷା ଦୃଷ୍ଟି କୋଣରୁ ଡିଜି ଅଫିସରେ ଛାଉଣି ହୋଇଛନ୍ତି ପୋଲିସ । ଘଟଣାସ୍ଥଳରେ କଟକ ଡିସିପିଙ୍କ ସହ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଅଛନ୍ତି । ଡିଜି ଅଫିସ ଚାରିପାଖ ସମ୍ପୂର୍ଣ୍ଣ ତାର ଜାଲି ସହ ବ୍ୟାରିଗେଟ କରାଯାଇଛି ।

ସେପଟେ ମମିତା ମେହେର ହତ୍ୟା ମାମଲାରେ ବାପା ଦେଲେ ସାଘାଂତିକ ତଥ୍ୟ । ମମିତା ନିଖୋଜ ନେଇ ଗୋବିନ୍ଦ ଏତଲା ଲେଖାଇଥିଲେ । ମମିତା ନିଖୋଜ ପରେ ଆମେ ମହାଲିଙ୍ଗ କଲେଜକୁ ଯାଇଥିଲୁ । ସେଠାରେ ଗୋବିନ୍ଦ ସାହୁ ଥିଲେ । ଜଣେ କିରାଣିକୁ ଡାକି ଏତଲା ଲେଖାଇଥିଲେ । ମୁଁ ନପଢି ସେଥିରେ ଦସ୍ତଖତ କରିଥିଲି । ଆମେ ଯିବା ପୂର୍ବରୁ ଗୋବିନ୍ଦ ଆଗୁଆ କେଗାଁ ଥାନାକୁ ପଳାଇଲେ ।

ଗୋବିନ୍ଦ ପହଞ୍ଚିବାର ୧୦ ମିନିଟ ପରେ ଆମେ ପହଞ୍ଚିଲୁ । ଗୋବିନ୍ଦ ସାହୁ ଥାନା ବାବୁଙ୍କ ସହ କ’ଣ କଥା ହୋଇଥିଲା କେଜାଣି, ଆମେ ସେଠି ପହଞ୍ଚିଲା ବେଳକୁ ଥାନା ବାବୁ ଆମ ଏତଲା ରଖିଲେନି । ତୁରେକେଲା ଥାନାରେ ଏତଲା ଦିଅ ବୋଲି ଥାନା ବାବୁ କହିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼