Masthead

ମାଧବନଙ୍କ ପୁଅ ବେଦାନ୍ତ ୭ଟି ପଦକ ଜିତିଛନ୍ତି

(ବଡ଼ ଖବର ବ୍ୟୁରୋ):  ବଲିଉଡ ଅଭିନେତା ଆର ମାଧବନଙ୍କ ପୁଅ ବେଦାନ୍ତ ୭ଟି ପଦକ ଜିତିଛନ୍ତି । ତେବେ ନିକଟରେ ବେଙ୍ଗାଲୁରରେ ଅନୁଷ୍ଠିତ ଜୁନିଅର ନ୍ୟାଶନାଲ୍ ଆକ୍ୱାଟିକ ଚମ୍ପିଆନଶିପରେ ସେ ସ୍ୱିମିଂରେ ମହାରାଷ୍ଟ୍ର ତରଫରୁ ଭାଗ ନେଇ ଏହି ସବୁ ସଫଳତା ହାତେଇଛନ୍ତି ।

ସ୍ପୋର୍ଟସ ୱେବସାଇଟ ଦି ବ୍ରିଜର ରିପୋର୍ଟ ଅନୁଯାୟୀ, ବେଦାନ୍ତ ଜିତିଥିବା ପଦକ ମଧ୍ୟରୁ ୪ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ । ସେ ୮୦୦ ମିଟର ଫ୍ରୀଷ୍ଟାଇଲ, ୧୫୦୦ ମିଟର ଫ୍ରୀଷ୍ଟାଇଲ, ୪ ଗୁଣା ୧୦୦ ଫ୍ରୀଷ୍ଟାଇଲ ରିଲେ ଓ ୪ଗୁଣା ୨୦୦ ରିଲେରେ ରୌପ୍ୟ ପଦକ ଜିତିଛନ୍ତି । ତେବେ ଆର ମାଧବନ ପୁଅର ଏପରି ସଫଳତାରେ ବହୁତ ଖୁସି ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା