Masthead

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଏଥି ପାଇଁ ନୀତି ନିର୍ଘଣ୍ଟ ହୋଇସାରିଛି । ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଆଜି ଅପରାହ୍ଣ ୪ଟାରୁ ରାତି ୮ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଶ୍ରୀଜିଉଙ୍କ ବନକଲାଗି ଏକ ଗୁପ୍ତ ସେବା । ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବ । ମହାସ୍ନାନ ପରେ ସର୍ବସାଧାରଣ ଦର୍ଶନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି