Masthead

ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା

ଲୋଇସିଂହା (ବଡ଼ ଖବର ବ୍ୟୁରୋ): କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା । ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ଼ ସକମାରେ ଥିବା ଘରୋଇ କଲେଜ ହଷ୍ଟେଲରେ ଜନୈକା ଛାତ୍ରୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ମୃତ ଛାତ୍ରୀଙ୍କ ନାମ ଆଶା ମେହେର । ସେ ଯୁକ୍ତ ୨ ବିଜ୍ଞାନ ଦ୍ଵିତୀୟ ବର୍ଷର ଛାତ୍ରୀ ଥିଲେ । ହଷ୍ଟେଲରେ ଥିବା ସିଲିଂ ଫ୍ୟାନରେ ସେ ଓଢଣୀ ଲଗାଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି ।

ତାଙ୍କ ଘର ବରଗଡ଼ ଜିଲ୍ଲା ବୁଡେନ ଥାନା ଦହିତା ଗ୍ରାମରେ । ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଠାରୁ ସୂଚନା ପାଇ ଲୋଇସିଂହା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତା ଛାତ୍ରୀଙ୍କ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ