Masthead

ତିନି ଦିନ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା!

ଭୁବନେଶ୍ୱର(ବଡ଼ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ ,ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାକି ଆସନ୍ତା୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି କରିବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟର ୭ ଟି ଜିଲ୍ଲାରେ ୨୮,୨୯ଓ ୩୦ ତାରିଖରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।

 

ପାଣିପାଗ କେନ୍ଦ୍ର ସୂଚନାନୁସାରେ ,୨୮ ତାରିଖରେ ଗଞ୍ଜାମ, ଗଜପତି,ରାୟଗଡ଼ା,ପୁରୀ ଓ କୋରାପୁଟ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୯ତାରିଖରେ ଗଞ୍ଜାମ ,ଗଜପତି, ମାଲକାନଗିରି ଓ ନବରଙ୍ଗପୁର ରେ ବର୍ଷା ହେବାର ଆଶଙ୍କା ରହିଛି ଏବଂ ୩୦ ତାରିଖରେ କୋରାପୁଟ ଓ ମାଲକାନଗିରି ଜିଲ୍ଲ।ରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ