Masthead

ବିରିଡ଼ି ବ୍ଲକ ଫାଟକରେ ନାହିଁ ଫଳକ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲ୍ଲା ବିରିଡ଼ି ବ୍ଲକ କାର୍ଯ୍ୟାଳୟର ସୌନ୍ଦର୍ଯ୍ୟକରଣ ଲାଗି କରାଯାଇଛି ବିଶାଳ ଫାଟକ । ଦୀର୍ଘ ୫ବର୍ଷ ହେବ ନିର୍ମିତ ହୋଇଥିବା ଏହି ଫାଟକରେ ଫକଳ ନାହିଁ । ବ୍ଲକ୍ ଅଫିସକୁ ଲାଗି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ତହସିଲ ଅଫିସ ରହିଛି । ଏଣୁ ପ୍ରଥମଥର ଲାଗି ବ୍ଳକକୁ ଆସୁଥିବା ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବ୍ଲକ ଅଫିସ୍ ଭାବି ମେଡ଼ିକାଲ ଏବଂ ତହସିଲ ଭିତରକୁ ପଶିଯାଉଛନ୍ତି । ଜିଲ୍ଲା ଅଧିକାରୀଙ୍କଠାରୁ ଆରମ୍ଭ କରି ଜନପ୍ରତିନିଧିମାନେ ପ୍ରତିଦିନ ଫାଟକ ତଳଦେଇ ଯାଉଥିଲେ ସୁଦ୍ଧା ଏଥିପ୍ରତି କାହାର ନଜର ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ