Masthead

କୋଟିଏ ଟଙ୍କାରେ ୩୩ଟି ମାଛ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ) ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିବ । କିନ୍ତୁ କଥାଟି ସତ । ୩୩ଟି ମାଛ କୋଟିଏ ଟଙ୍କାରେ ବିକ୍ରି ହୋଇଛି । ବାଲେଶ୍ୱର ଜିଲ୍ଲା ଦିଘା ମୁହାଣରୁ କିଛି ମତ୍ସ୍ୟଜୀବୀ ଧରିଥିବା ତେଲିଆ ଭେଲା ମାଛକୁ କୋଟିଏ ଟଙ୍କାରେ ବିକ୍ରି ହୋଇଛି । ତେବେ ବଜାରରେ ତେଲିଆ ଭୋଲା ମାଛ କିଲୋ ପ୍ରତି ଦର ୧୨, ୬୦୦ ଟଙ୍କା ରହିଛି । ସୂଚନା ଅନୁଯାୟୀ ମତ୍ସ୍ୟଜୀବୀ ସମୁଦ୍ରକୁ ମାଛ ମାରିବାକୁ ଯାଇଥିଲେ । ଆଉ ସେମାନେ ୩୩ଟି ଭୋଲା ମାଛ ଧରିଥିଲେ । ପରେ ଏହି ମାଛ ସବୁକୁ ସେମାନେ କୋଲକାତାର ଏକ କମ୍ପାନୀକୁ ବିକ୍ରି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି