Masthead

ଡିଆରଡିଓ ତଥ୍ୟ ଲିକ୍ ଘଟଣା, ରହସ୍ୟମୟୀଙ୍କ ରାଜସ୍ଥାନ ଲିଙ୍କ୍

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଚାନ୍ଦିପୁର ଡିଆରଡିଓ ତଥ୍ୟ ଲିକ୍ ଘଟଣାରେ ଆସିଲା ନୂଆ ତଥ୍ୟ । ଓଡ଼ିଶା ପରେ ରାଜସ୍ଥାନରେ ରହସ୍ୟମୟୀଙ୍କ ହନିଟ୍ରାପ ସାମ୍ନାକୁ ଆସିଲା । ରାଜସ୍ଥାନ ଯୋଧପୁର ମିଲିଟାରୀ ଇଞ୍ଜିନିୟରିଂ ସର୍ଭିସ କର୍ମଚାରୀଙ୍କୁ ହନିଟ୍ରାପ । ମିଲିଟାରୀ ଇଞ୍ଜିନିୟରିଂ ସର୍ଭିସର ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଟ୍ରାପ । ଚଳିତ ଅକ୍ଟୋବର ୧୫ରେ ହନିଟ୍ରାପ ଲିଙ୍କ୍ ନେଇ ସିଆଇଡିକୁ ସୂଚନା ।

ଏନେଇ ଓଡ଼ିଶା କ୍ରାଇମବ୍ରାଞ୍ଚ ସହ ଯୋଗାଯୋଗ କଲା ରାଜସ୍ଥାନ ସିଆଇଡ଼ି । ଓଡ଼ିଶାରୁ ଗିରଫ ଅଭିଯୁକ୍ତଙ୍କ ଟଙ୍କା ନେଣଦେଣ ରିପୋର୍ଟ ମଧ୍ୟ ମିଳିଛି । ଜଣେ ଅଭିଯୁକ୍ତଙ୍କ ଆକାଉଣ୍ଟକୁ ଆସିଥିବା ଟଙ୍କାର ତଥ୍ୟ ମିଳିଲା । ଦୁବାଇର ଲୁଲୁ ଇଣ୍ଟରନ୍ୟାସନାଲ ଏଜେନ୍ସିରୁ ୨୪ ହଜାର ଟ୍ରାଞ୍ଜାକ୍ସନ । ବାକି ୧୪ ହଜାର ଟଙ୍କାର ଟ୍ରାଞ୍ଜାକ୍ସନ ନେଇ ଖୋଳତାଡ଼ କରୁଛି କ୍ରାଇମବ୍ରାଞ୍ଜ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ