Masthead

ଆର୍ୟନ ଖାନ ଡ୍ରଗ୍ସ ମାମଲା, ହ୍ୱାଟସଆପ ଚାଟର ନୂଆ ଖୁଲାସା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଲିଉଡ ସୁପରଷ୍ଟାର ଶାହାରୁଖ ଖାନ ଏବଂ ଗୌରୀ ଖାନଙ୍କ ପୁଅ ଆର୍ୟନ ଖାନକୁ ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି) ୩ ଅକ୍ଟୋବରରେ ଡ୍ରଗ୍ସ ମାମଲାକୁ ନେଇ ଗିରଫ କରିଥିଲା । ଗୋଟେ ସପ୍ତାହ ପରେ ମଧ୍ୟ ଅନନ୍ୟା ପାଣ୍ଡେଙ୍କୁ ପଚରାଉଚରା ପାଇଁ ଡକା ଯାଇଥିଲା । ସୂଚନାନୁସାରେ ଡ୍ରଗ୍ସ ମାମଲାରେ ଆର୍ୟନ ଏବଂ ଅନନ୍ୟାଙ୍କ ମଧ୍ୟରେ ହ୍ୱାଟସଅପ ଜରିଆରେ ଚାଟିଂ ହୋଇଥିଲା । ଉଭୟଙ୍କ ମଧ୍ୟରେ ହୋଇଥିବା ହ୍ୱାଟସଅପ ଚାଟର ସ୍କ୍ରିନସଟ ସାମ୍ନାକୁ ଆସିଛି ।

 

ସେମାନଙ୍କ ମଧ୍ୟରେ ହୋଇଥିବା ଚାଟିଂରେ ଡ୍ରଗ୍ସ କାରାବାର ଏବଂ ଏନସିବି ବିଷୟରେ ବାର୍ତ୍ତାଳାପ ହୋଇଥିଲା । ଆର୍ୟନ ମଜାକରେ ତାଙ୍କ ସାଙ୍ଗମାନଙ୍କୁ ଏନସିବି ନାମରେ ଧମକାଉ ଥିବା ନଜର ଆସିଛି । ଇଣ୍ଡିଆ ଟୁଡେ ରିପୋର୍ଟ ଅନୁଯାୟୀ ହ୍ୱାଟସଆପ ଚାଟରେ ଅଚିତ କୁମାରଙ୍କ ସହ ବିପୁଳ ପରିମାଣାରେ ଡ୍ରଗ୍ସ କିଣିବା ପାଇଁ କଥାବାର୍ତ୍ତା କରିଥିଲେ । ଏହା ବ୍ୟତୀତ ୮୦,୦୦୦ ଟଙ୍କାର ଡ୍ରଗ୍ସ ମଗାଇଥିଲେ ଆର୍ୟନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ