Masthead

ଏସଆଇଟି ଗଠନ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସୁପ୍ରିମକୋର୍ଟରେ ପେଗାସସ୍ ମାମଲା । ଏସଆଇଟି ଗଠନ କଲେ ସୁପ୍ରିମକୋର୍ଟ । ୩ ଜଣିଆ ଏକ୍ସପର୍ଟ କମିଟି ଗଠନ କଲେ ସୁପ୍ରିମକୋର୍ଟ । ଏହି କମିଟିରେ ଅଛନ୍ତି ଫରେନସିକ ଏକ୍ସପର୍ଟ । କମିଟିରେ ସାମିଲ ଅଛନ୍ତି ଆଇଟି ଓ ସାଇବର ଏକ୍ସପର୍ଟ । ଜଷ୍ଟିସ୍ ଆର.ଭି ରବୀନ୍ଦ୍ରନ କମିଟି ଅଧ୍ୟକ୍ଷ ହୋଇଛନ୍ତି । ତଦନ୍ତ କରି ୮ ସପ୍ତାହରେ ରିପୋର୍ଟ ଦେବ ଏସଆଇଟି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!