Masthead

ସମୀର ୱାଙ୍ଖଡେଙ୍କୁ ଏନସିବିର ଜେରା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସମୀର ୱାଙ୍ଖଡେଙ୍କ ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଡ୍ରଗ୍ସ ମାମଲାରେ ଗିରଫ ଶାହାରୁଖ ଖାନଙ୍କ ପୁଅ ଆର୍ୟନ ଖାନଙ୍କ ଘଟଣାର ତଦନ୍ତ କରୁଥିବା ଏନସିବିର ଜେନେରାଲ ନିର୍ଦ୍ଦେଶକ ସମୀର ୱାଙ୍ଖଡେ ଏବେ ଅଡ଼ୁଆରେ । ତେବେ ଅଭିଯୁକ୍ତ ଆର୍ୟନ ଖାନଙ୍କୁ ଛାଡ଼ିବା ପାଇଁ ୨୫ କୋଟି ଟଙ୍କାର ଲାଞ୍ଚ ଅଭିଯୋଗରେ ଏହି ଘଟଣାରେ ଜଣେ ସାକ୍ଷୀଙ୍କ ଦାବୀ ଉପରେ ଏନସିବି ତାଙ୍କୁ ଜେରା କରିବ ବୋଲି ସୂଚନା ମିଳିଛି ।

 

ବର୍ତ୍ତମାନ ଏନସିବିର ସ୍ୱତନ୍ତ୍ର ୫ ଜଣିଆ ଟିମ୍ ଘଟଣାର ତଦନ୍ତ କରୁଛି । ସେପଟେ ଅଧିକ ତଦନ୍ତ ପାଇଁ ଏନସିବିର ଏହି ଟିମ୍ ଦିଲ୍ଲୀରୁ ମୁମ୍ବାଇ ଆସିବ । ପରେ ସେମାନେ ୨୫ କୋଟି ଟଙ୍କାର ଡିଲ୍ ସଂପର୍କରେ ସମୀରଙ୍କୁ ଜେରା କରିବେ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା