Masthead

ଏଣିକି ପଶ୍ଚିମ ଦ୍ଵାରରେ ଶ୍ରୀମନ୍ଦିର ଯିବେ ଶ୍ରୀକ୍ଷେତ୍ରବାସୀ

ପୁରୀ (ବଡ଼ ଖବର ବ୍ୟୁରୋ): ଏଣିକି ବିନା ଲାଇନରେ ଛିଡା ହୋଇ ମହପ୍ରଭୁଙ୍କୁ ଦର୍ଶନ କରିପାରିବେ ଶ୍ରୀକ୍ଷେତ୍ରବାସୀ। ପୁରୀ ପୌରାଞ୍ଚଳବାସୀଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ଵାରରେ ପ୍ରବେଶ ପ୍ରସଙ୍ଗ ନେଇ ବସିଥିବା ବୈଠକରେ ବଡ଼ ନିଷ୍ପତ୍ତି ହୋଇଛି । ନଭେମ୍ବର ୧ରୁ ପଶ୍ଚିମ ଦ୍ଵାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବେ ପୁରୀ ପୈାରାଞ୍ଚଳବାସୀ । ଟିକା ସାର୍ଟିଫିକେଟ, ଆରଟିପିସିଆର ନେଗେଟିଭ ରିପୋର୍ଟ ସହ ଆଧାର କାର୍ଡ ଦେଖାଇ ପଶ୍ଚିମ ଦ୍ଵାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ପୁରୀ ବାସୀ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା