Masthead

ପ୍ରଧାନମନ୍ତ୍ରୀଙ୍କ ରାଲିରେ ବିସ୍ଫୋରଣ ଘଟଣା; ୯ ଦୋଷୀ, ୧ରେ ଦଣ୍ଡ ଶୁଣାଣି

(ବଡ଼ ଖବର ବ୍ୟୁରୋ):  ପାଟନାର ଗାନ୍ଧି ମଇଦାନରେ ୮ ବର୍ଷ ତଳେ ପ୍ରଧାନମନ୍ତ୍ରୀଙ୍କ ରାଲିରେ ହୋଇଥିବା ବଷ୍ଫୋରଣ ମାମଲାରେ ୯ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଏହି ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ ପ୍ରମାଣ ଅଭାବରୁ ଦୋଷମୁକ୍ତ କରାଯାଇଛି । ତେବେ ଆସନ୍ତା ନଭେମ୍ବର ୧ ତାରିଖରେ କୋର୍ଟ ଦୋଷୀଙ୍କ ବିରୋଧରେ ଦଣ୍ଡ ଶୁଣାଇବେ ।

ସୂଚନା ଅନୁଯାୟୀ, ୨୩ ଅକ୍ଟୋବର ୨୭ ତାରିଖରେ ଗାନ୍ଧୀ ମଇଦାନରେ ବିଜେପିର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନରେନ୍ଦ୍ର ମୋଦିଙ୍କ ହୁଙ୍କାର ରାଲିରେ ସିରିଜ ବୋମା ମାଡ ହୋଇଥିଲା । ତେବେ ଏହି ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮୯ ଜଣ ଆହତ ହୋଇଥିଲେ । ସେତେବଳେ ଏହି ଘଟଣାରେ ଏନଆଇଏ ୧୦ ଜଣଙ୍କୁ ଗିରଫ କରିଥିଲା । ତେବେ ସମସ୍ତ ଅଭିଯୁକ୍ତଙ୍କୁ ବେୟୁର ଜେଲରେ କଡା ସୁରକ୍ଷା ମଧ୍ୟରେ ରଖାଯାଇଛି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ବୋଧଗୟା ବିସ୍ଫୋରଣ ମାମଲାରେ ୫ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା