Masthead

ପୋଖରୀରେ ବୁଡ଼ି ଦୁଇ ନାବାଳିକା ମୃତ

ପିପିଲି, (ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଗଣ୍ଡପଡ଼ା ଗାଁରୁ ଆସିଛି ଦୁଃଖଦ ଖବର । ଅକାଳରେ ଚାଲିଯାଇଛି ଦୁଇ ନିଷ୍ପାପ ଶିଶୁଙ୍କ ଜୀବନ । ପୋଖରୀରେ ବୁଡ଼ି ଦୁଇ ନାବାଳିକାଙ୍କ ମୃତ୍ୟୁ ହୋଇଛି । ମୃତ ନାବାଳିକା ଦ୍ୱୟ ହେଲେ ବିରଞ୍ଚି ବେହେରାଙ୍କ ୧୦ ବର୍ଷର ଝିଅ ଲିଜା ଏବଂ ବିଜୟ ବେହେରାଙ୍କ ୮ବର୍ଷର ଝିଅ ଦୀପ୍ତି । ଘର ନିକଟରେ ଥିବା ପୋଖରୀକୁ ଏମାନେ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ିଯିବାରୁ ଉଭୟଙ୍କ ମୃତ୍ୟୁ ହୋଇଛି । ଏମାନଙ୍କ ମୃତଦେହ ପୋଖରୀରେ ଭାସୁଥିବା ଦେଖି ଗାଁ ଲୋକେ ଉଦ୍ଧାର କରି ପରିବାର ଲୋକଙ୍କୁ ଖବର ଦେଇଥିଲେ । ଏହି ଖବର ଜାଣିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ