Masthead

ମରୁଡି ଘୋଷଣା ଦାବି ନେଇ ଚାଷୀଙ୍କ ପଦଯାତ୍ରା

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ମରୁଡି ଘୋଷଣା ଓ ବିଭିନ୍ନ ଦାବି ନେଇ ଚାଷୀ ମାନଙ୍କ ପଦଯାତ୍ରା । କଳାହାଣ୍ଡି କେସିଙ୍ଗା ବ୍ଳକ କଶରୁପଡା ଓ କନ୍ତେ ଶିର ପଂଚାୟତ ର ଶହ ଶହ ଚାଷୀଙ୍କ ଶୋଭାଯାତ୍ରା । ମରୁଡ଼ି ଘୋଷଣା, ତେଲନଦୀ ରେ ଆଡ଼ି ବନ୍ଧ, ମଣ୍ଡିରେ କଟନୀ ଛଟନୀ ବନ୍ଦ, ଖରୀଫରେ ମରୁଡ଼ି ପାଇଁ ରବିରେ ମାଗଣାରେ ସାର ଓ ବିହନ ଯୋଗାଇବା ଦାବି ନେଇ ଏକ ଶୋଭାଯାତ୍ରାର ଆସି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବି ପତ୍ର ବିଡିଓଙ୍କ ଜରିଆରେ ଦେଇଛନ୍ତି। ଦାବି ପୂରଣ ନ ହେଲେ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନରେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ