Masthead

ଟଙ୍କା ଲୋଭରେ ବଡ଼ଭାଇକୁ ହତ୍ୟା

ଟିଟିଲାଗଡ଼ (ବଡ଼ କବର ବ୍ୟୁରୋ): ଟଙ୍କା ଲୋଭରେ ବଡ଼ ଭାଇକୁ ହତ୍ୟା କଲା ସାନ ଭାଇ ।ମୃତକ ହେଲେ ଟିଟିଲାଗଡ଼ ହାଟପଦା ପଡ଼ା ୧୪ ନଂ ୱାର୍ଡର ବିଜିଲି ବେହେରାଙ୍କ ବଡ଼ପୁଅ ସଞ୍ଜୟ ବେହେରାଙ୍କୁ ସାନ ଭାଇ ହତ୍ୟା କରିଥିଲେ । ପରେ ବେଲଗାଁ ଝାଡ଼ଦେବନ୍ଧ ଜଙ୍ଗଲରେ ପୋତି ଦେଇଥିଲେ ।

ଆଜି ପୋଲିସ ଏସଡିପିଓ ସୁରେନ୍ଦ୍ର ନାଥ ଶତପଥୀ, ଥାନାଧିକାରୀ ରଞ୍ଜନକୁମାର ବରିହାଙ୍କ ସହ ପୋଲିସ ଟିମ ଆସି ଘଟଣାସ୍ଥଳରେ ଅଭିଯୁକ୍ତଙ୍କୁ ଆଣି ଶବ ବାହାରକୁ କାଢିଛନ୍ତି । ବାପାଙ୍କ ମୃତ୍ୟୁ ପରେ ଟଙ୍କା ଲୋଭରେ ନିଜ ବଡ ଭାଇକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ