ପ୍ରମୋଦ ଭଗତ ପାଇବେ ‘ଖେଳ ରତ୍ନ’ ପୁରସ୍କାର !

(ବଡ଼ ଖବର ବ୍ୟୁରୋ):   ଟୋକିଓ ପାରାଲିମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜେତା ଓଡ଼ିଶା ପୁଅ ପ୍ରମୋଦ ଭଗତ ଆଉ ଏକ ଖୁସି ଖବର ଭେଟି ଦେଇଛନ୍ତି । ତେବେ ପ୍ରମୋଦ ସବୋର୍ଚ୍ଚ କ୍ରୀଡା ସମ୍ନାନ ମେଜର ଧ୍ୟାନ ଚାନ୍ଦ ‘ଖେଳ ରତ୍ନ’ ପୁରସ୍କାର ପାଇବେ ପ୍ରମୋଦ ଭଗତ । ଜାତୀୟ କ୍ରୀଡା ପୁରସ୍କାର କମିଟି ବୁଧବାର ପ୍ରମୋଦଙ୍କ ନାଁ ସୁପାରିସ କରିଛି ।

ଏହା ସହ ପ୍ରମୋଦ ପ୍ରଥମ ଓଡ଼ିଆ କ୍ରୀଡ଼ାବିତ ଭାବେ ଖେଳ ରତ୍ନ ପୁରସ୍କାର ପାଇବେ । ତେବେ ଏହା ପୂର୍ବରୁ କୌଣସି ଓଡ଼ିଆ କ୍ରୀଡ଼ାବିତ ଏହି ପୁରସ୍କାର ପାଇ ନାହାନ୍ତି । ପ୍ରମୋଦଙ୍କ ସହିତ ଚଳିତ ବର୍ଷ ମୋଟ ୧୧ ଜଣଙ୍କ ନାଁ ଏହି ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ପାଇଁ ସୁପାରିସ କରାଯାଇଛି । ଗତବର୍ଷ ୫ ଜଣଙ୍କୁ ଖେଳରତ୍ନ ପୁରସ୍କାର ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ