Masthead

ଆର୍ୟନ ଖାନଙ୍କୁ କେବେ ମିଳିବ ବେଲ୍ ?

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆର୍ୟନ ଖାନଙ୍କୁ କେବେ ମିଳିବ ବେଲ୍ । ଜାମିନ ପାଇଁ ଦୁଇ ଦିନ ଶୁଣାଣି ପରେ ବି ଏହି ଷ୍ଟାରକିଡଙ୍କୁ ମିଳିନି ଜାମିନି । ଆଜି ପୁଣି ଥରେ ବମ୍ବେ ହାଇକୋର୍ଟରେ ହେବ ଶୁଣାଣି । ଆର୍ୟନଙ୍କ ପକ୍ଷ ରଖୁଛନ୍ତି ବରିଷ୍ଠ ଆଇନଜୀବି ମୁକୁଲ ରହତୋଗୀ । ଆର୍ୟନଙ୍କ ଗିରଫଦାରୀକୁ ବେଆଇନ୍ ଦର୍ଶାଇବା ସହ ତାଙ୍କୁ ଜାମିନ୍ ଦେବାକୁ ଗତକାଲି କୋର୍ଟଙ୍କ ନିକଟରେ ନିବେଦନ କରିଥିଲେ ରହତୋଗୀ ।

ଆର୍ୟନ ଖାନଙ୍କୁ ଗତ ୩ ତାରିଖରୁ ଗିରଫ କରିଛି ଏନସିବି । ସେପଟେ ଏହି ମାମଲାରେ କିରନ ଗୋସଭୀଙ୍କୁ ଗିରଫ କରାଯାଇଛି । ପୁନେ ପୋଲିସ ଗରିଫ କରିଥିବା ସୂଚନା ରହିଛି । ଆର୍ୟନଙ୍କ ସହ ସେଲଫି ନେଇ ଚର୍ଚ୍ଚାକୁ ଆସିଥିଲେ କିରନ । ଆର୍ୟନଙ୍କୁ ମୁକ୍ତ କରିବା ପାଇଁ ତାଙ୍କ ନାଁରେ ୨୫ କୋଟିର ଡିଲ ଅଭିଯୋଗ ଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍