Masthead

ଦୋକାନୀକୁ ମାରିବାକୁ ଯାଇ ମଲା ଆତଙ୍କବାଦୀ

ଜମ୍ମୁ-କଶ୍ମୀର (ବଡ଼ ଖବର ବ୍ୟୁରୋ): ପୁଣି ଆତଙ୍କବାଦୀଙ୍କ ଟାର୍ଗେଟରେ ଜମ୍ମୁ-କଶ୍ମୀରରେ ଥିବା ସାଧାରଣ ନାଗରିକ । ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି । ଦୋକାନୀକୁ ମାରିବାକୁ ଯାଉଥିବାବେଳେ ଟଲିଲା ଆତଙ୍କବାଦୀ । ଜମ୍ମୁ କଶ୍ମୀରର ବାରାମୁଲ୍ଲାରେ ଜଣେ ଦୋକାନୀଙ୍କୁ ମାରିବାକୁ ଯାଉଥିବାବେଳେ ଜଣେ ଆତଙ୍କବାଦୀକୁ ଗୁଳି କରି ହତ୍ୟା କରିଛି ଭାରତୀୟ ସୁରକ୍ଷା ବାହିନୀ।

ନିହତ ଆତଙ୍କବାଦୀ କିଛି ଦିନ ପୂର୍ବରୁ କାଶ୍ମୀରରେ ବିହାରର ଦୁଇ ସାଧାରଣ ନାଗରିକଙ୍କୁ ହତ୍ୟା କରିବା ମାମଲାରେ ସାମିଲ ଥିଲା। ଏହି ଆତଙ୍କବାଦୀ କେଉଁ ଆତଙ୍କବାଦୀ ସଂଗଠନର ତାହା ଏପର୍ଯ୍ୟନ୍ତ ଜଣା ପଡିନାହିଁ। ନିହତ ଆତଙ୍କବାଦୀ ନିକଟରୁ ଗୋଟିଏ ବନ୍ଧୁକ, ଗୋଟିଏ ଲୋଡେଡ୍‌ ମ୍ୟାଗାଜିନ ଏବଂ ଗୋଟିଏ ପାକ୍‌ ଗ୍ରେନେଡ୍‌ ଜବତ ହୋଇଛି ବୋଲି କଶ୍ମୀର ଜୋନ୍‌ ପୁଲିସ ସୂଚନା ଦେଇଛି।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ