Masthead

ମମିତା ପରିବାରକୁ ଭେଟିଲା କଂଗ୍ରେସ ଟିମ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ୍ ସ୍ଥିତ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ସାରା ଓଡିଶାରେ ଆନ୍ଦୋଳନ ଜାରି ରହିଛି । ଏହାକୁ ନେଇ ସବୁ ରାଜନୈତିକ ଦଳ ସାମ୍ନାକୁ ଆସୁଥିବା ବେଳେ ଜାତୀୟ ସ୍ତରରେ ଏହି ଘଟଣା ଏବେ ଚର୍ଚ୍ଚାରେ ରହିଛି ।

କଣ୍ଟାବାଞ୍ଝି ଝରଣୀ ଗାଁରେ କଂଗ୍ରେସର କେନ୍ଦ୍ରୀୟ ଟିମ । ମମିତାଙ୍କ ପରିବାରକୁ ଭେଟିଲେ ଟିମ ସଦସ୍ୟ । ଟିମ ସଦସ୍ୟ ରଣଦୀପ ସୂର୍ଯେୱାଲାଙ୍କ ସହ ରାଜ୍ୟ ପ୍ରଭାରୀ ଚେଲ୍ଲା କୁମାର ମମିତାଙ୍କ ପରିବାରକୁ ଭେଟଛନ୍ତିି । ତାଙ୍କ ସହ ମଧ୍ୟ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସାମିଲ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ