Masthead

ରାଜଧାନୀରେ ମମିତା ତାତି, ଡିସିପି ଅଫିସ ଘେରିଲେ ବିଜେପି କର୍ମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିବି ରାଜଧାନୀରେ ମମିତା ତାତି । ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍ଟନ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ବିଜେପି ଯୁବ ମୋର୍ଚା ପକ୍ଷରୁ ଭୁବନେଶ୍ୱର ଡିସିପି ଅଫିସ ଘେରାଓ କରାଯାଇଛି । ଶହ ଶହ ସଂଖ୍ୟାରେ ଯୁବ ମୋର୍ଚାର କର୍ମକର୍ତ୍ତା ରୂପଲି ଛକ ଠାରେ ଏକାଠି ହୋଇ ଡିସିପି ଅଫିସ ଘେରିଛନ୍ତି ।

କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ୍ ସ୍ଥିତ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ସାରା ଓଡିଶାରେ ଆନ୍ଦୋଳନ ଜାରି ରହିଛି । ଏହାକୁ ନେଇ ସବୁ ରାଜନୈତିକ ଦଳ ସାମ୍ନାକୁ ଆସୁଥିବା ବେଳେ ଜାତୀୟ ସ୍ତରରେ ଏହି ଘଟଣା ଏବେ ଚର୍ଚ୍ଚାରେ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ