Masthead

ପୁଣି ଥରେ କଳା କୋର୍ଟ ପିନ୍ଧିବେ ନରସିଂହ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ପୁଣି ଥରେ କଳା କୋର୍ଟ ପିନ୍ଧିବେ ନରସିଂହ । ଆଜି ଝରଣୀ ଗାଁକୁ ଯାଇ ମମିତାଙ୍କୁ ଭେଟିଛନ୍ତି କଂଗ୍ରେସ ବିଧାୟକ ନରସିଂହ ମିଶ୍ର । ସେ କହିଛନ୍ତି ମମିତାଙ୍କ ମାଆ ମୋତେ ଲଢିବା ପାଇଁ କହିଛନ୍ତି । ଆଗରୁ ମୁଁ ଘୋଷଣା କରିଥିଲି ଯେ ଯଦି ଅନୁରୋଧ ଆସେ ତା’ହେଲେ ପୁନର୍ବାର କଳାକୋଟ ପିନ୍ଧିବି ଏବଂ ନ୍ୟାୟ ପାଇଁ ଲଢ଼ିବି।

ସେ ଆହୁରି ମଧ୍ୟ କହିଛନ୍ତି ଆଜି ଦ୍ୱିତୀୟ ଥର ପାଇଁ ପୀଡ଼ିତାଙ୍କ ପରିବାର ବର୍ଗ ସହିତ ଆମେ ସମସ୍ତେ ଆଲୋଚନା କଲୁ। ଆଜି ବି କହିଛି ଓ ସେତେବେଳେ ବି କହିଥିଲି ଯେ ନ୍ୟାୟ ପାଇବା ପାଇଁ ସେମାନଙ୍କୁ ଯାହା ସାହାଯ୍ୟ ସହଯୋଗ ଆବଶ୍ୟକ ତାହା କରାଯିବ। ସବୁଠୁ ଦୁର୍ଭାଗ୍ୟର କଥା ହେଉଛି, ଏଫ୍‌ଆଇଆର୍‌କୁ ମଧ୍ୟ ବଦଳାଇବାକୁ ଚେଷ୍ଟା କରାଯାଇଛି। ମୁଁ ଏଫ୍‌ଆଇଆର ପଢ଼ିଛି। ମୁଁ ଭାବୁ ନାହିଁ ପୀଡ଼ିତାଙ୍କ ପରିବାର ସ୍ୱଇଚ୍ଛାରେ ସେହି ଏଫଆଇଆର୍‌ ଲେଖିଥିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ନବୀନଙ୍କୁ ପାଣ୍ଡିଆନଙ୍କ ହାଇଜାକ୍!…ହସ୍ପିଟାଲ ସାକ୍ଷୀ 🔴 ଶରଧାବାଲିରେ ୩ ରଥ 🔴 ଆଜି ପୁଣି ଗଡ଼ିବ ରଥ 🔴 ବ୍ଲକବଷ୍ଟର ‘ବୋଉ ବୁଟୁ ଭୂତ’ 🔴 ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ନବୀନଙ୍କୁ ପାଣ୍ଡିଆନଙ୍କ ହାଇଜାକ୍!…ହସ୍ପିଟାଲ ସାକ୍ଷୀ 🔴 ଶରଧାବାଲିରେ ୩ ରଥ 🔴 ଆଜି ପୁଣି ଗଡ଼ିବ ରଥ 🔴 ବ୍ଲକବଷ୍ଟର ‘ବୋଉ ବୁଟୁ ଭୂତ’ 🔴 ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ