Masthead

ପୂର୍ବ ଶତ୍ରୁତାରୁ ସମ୍ପର୍କରେ ରକ୍ତର ଛିଟା

ବାଙ୍ଗିରିପୋଷି (ବଡ଼ ଖବର ବ୍ୟୁରୋ): ଘରେଇ କଳିର କରୁଣ ପରିଣତି । କକାକୁ ହାଣିଲା ପୁତୁରା । ଏଭଳି ଘଟଣା ଘଟିଛି ବାଙ୍ଗିରିପୋଷି ଥାନା ଅଧିନ ସିମିଳା ଗ୍ରାମରେ । ମାଠ ମୁଣ୍ଢା ତାଙ୍କ ସ୍ତ୍ରୀ କୋଟି ମୁଣ୍ଡା ଙ୍କ ସହିତ ଘରେ ଶୋଇ ଥିବାବେଳେ ତାଙ୍କ ଘର ନିକଟରେ ରହୁଥିବା ମାଠ ମୁଣ୍ଡାଙ୍କ ପୁତୁରା ଡୋରା ମୁଣ୍ଡା ପୂର୍ବ ଶତ୍ରୁତାକୁ ନେଇ ମାଠ ଏବଂ ତାଙ୍କ ସ୍ତ୍ରୀ କୋଟିମଣିକୁ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ ।

ମାଠକୁ ହତ୍ୟା କରି ଘର ପଛପଟେ ଥିବା ଅନ୍ୟ ଜଣଙ୍କ ଘର ବାଡ଼ିରେ ନେଇ ଫୋପାଡ଼ି ଦେଇଥିଲା। ପରେ ସ୍ତ୍ରୀ କୋଟିମଣିକୁ ଗୁରୁତର ଅବସ୍ଥାରେ ଡାକ୍ତରଖାନା ରେ ଭର୍ତ୍ତି କରାଯାଇଛି । ହସକାଳୁ ଗ୍ରାମବାସୀ ପୋଲିସକୁ ଖବର ଦେବାପରେ ଘଟଣାସ୍ଥଳରେ ବାଙ୍ଗିରିପୋଷି ପୋଲିସ ଓ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ ପରେ ଆସାମୀ ଡୋରା ମୁଣ୍ଡା କୁ ଗିରଫ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର