Masthead

ଇନ୍ଦ୍ରାବତୀ କେନାଲରେ ଘାଇ, ଧାନ ଚାଷ ନଷ୍ଟ ଆଶଙ୍କା

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା କଲମପୁର ପକ୍ଷକେନ ନିକଟରେ ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲ ୩୩.୩୨୬ ବାମ ହୁଡାରେ ୧୦ ମିଟର ଘାଇ । ଶହ ଶହ ହେକ୍ଟର ଚାଷ ଜମି ଜଳମଗ୍ନ ହେବାର ସମ୍ଭାବନା ରହିଛି । ଘଟଣାସ୍ଥଳରେ ପହଁଚି ଏସଡିଓ ପ୍ରଣୟ ପ୍ରଧାନ ଏବଂ ପ୍ରତାପ ବେହେରା ଏଇ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି ।

କେନାଲରେ ପାଣି ବନ୍ଦ କରାଯାଇଛି। ପୂର୍ବରୁ ଏହି କେନାଲର ମରାମତି ପାଇଁ ସରକାର ବାରମ୍ବାର ଟେଣ୍ଡର କରୁଥିଲେ ବି ତାହା ଚୂଡାନ୍ତ ହୋଇନାହିଁ । ଫଳରେ ନାନା ସମସ୍ୟା ଭୋଗୁଛନ୍ତି ଚାଷୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ