Masthead

ଆର୍ୟନ ଖାନଙ୍କୁ ଜାମିନ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଆର୍ୟନ ଖାନଙ୍କୁ ମିଳିଲା ଜାମିନ । ଡ୍ରଗ୍ସ ମାମଲାରେ ଛନ୍ଦି ହୋଇଥିବା ଶାହରୁଖ ଖାନଙ୍କ ପୁଅଙ୍କୁ ବମ୍ବେ ହାଇକୋର୍ଟ ଜାମିନ ଦେଇଥିବାର ସୂଚନା ମିଳିଛି । ତାଙ୍କ ସହ ଅରବାଜ ମରଚାଣ୍ଟକୁ ମଧ୍ୟ ଓ ମୁନମୁନ ଧମେଚାଙ୍କୁ ମଧ୍ୟ ଜାମିନ ମିଳିଛି । ସେପଟେ ଦୀର୍ଘ ୨୬ ଦିନ ଜେଲରେ ରହିବା ପରେ ଆର୍ୟନ ଖାନଙ୍କୁ ଜାମିନ ମିଳିଛି ।

ଅନ୍ୟପଟେ ୩ ଜଣ ଅଭିଯୁକ୍ତଙ୍କୁ ଜାମିନ ମିଳିଛି, ହେଲେ ଆଜି ସମସ୍ତେ ଜେଲରେ ରହିବେ । ଏହା ସହ ବର୍ତ୍ତମାନ ସୁଦ୍ଧା କୋର୍ଟଙ୍କ ପାଖରୁ ଜାମିନର କପି ମିଳିନାହିଁ । ତେଣୁ ଦିନେ ଦୁଇଦିନ ମଧ୍ୟରେ ଆର୍ୟନ ଜେଲରୁ ବାହାରକୁ ବାହାରିବେ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼