Masthead

ଜାମ୍ମୁ-କାଶ୍ମୀରରେ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ

ଶ୍ରୀନଗର(ବଡ଼ ଖବର ବ୍ୟୁରୋ): ଜାମ୍ମୁ-କଶ୍ମୀରର ଡୋଡା ଜିଲ୍ଲା ଗ୍ୱାରୀ ଜିଲ୍ଲାରେ ଘଟିଛି ଏକ ଅଭାବନୀୟ ଘଟଣା । ଏକ ଯାତ୍ରୀବାହୀ ମିନି ବସ ଖାଇକୁ ଖସି ପଡ଼ିଛି । ଯାହାଫଳରେ ୮ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୧୨ରୁ ଅଧିକ ଯାତ୍ରୀ ଆହତ ହୋଇଥିବାର ସୂଚନା ମିଳିଛି । ଖବର ପାଇବା ପରେ ସ୍ଥାନୀୟ ଗ୍ରାମବାସୀ ଉଦ୍ଧାର ପାଇଁ ଘଟଣାସ୍ଥଳରେ ପହଞ୍ଚିଥିଲେ ।

ଏହା ପରେ ସେମାନେ ପୁଲିସ ଏବଂ ସେନାକୁ ସୂଚନା ଦେଇଥିଲେ । ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପ୍ରଶାସନିକ ଅଧିକାରୀ, ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀମାନେ ଆମ୍ବୁଲାନ୍ସ ଯୋଗେ ଘଟଣାସ୍ଥଳରେ ପହଞ୍ଚିଥିଲେ । ପରେ ସମସ୍ତ ଆହତମାନଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ