ମମିତା ପରିବାରକୁ ଭେଟିବ ବିଜେପି ଟିମ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ମମିତା ମେହେର ହତ୍ୟା ଘଟଣାରେ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ରାଜ୍ୟରେ ଆନ୍ଦୋଳନ ଜାରି ରହିଛି। ଅନ୍ୟପଟେ ଏହି ଘଟଣାକୁ ନେଇ ରାଜନୀତି ମଧ୍ୟ ଜୋର୍ ଧରିଛି ଓ ଗତକାଲି କଂଗ୍ରେସର ତିନିଜଣିଆ ଟିମ ପରିବାର ଲୋକଙ୍କୁ ଭେଟିଥିବାବେଳେ ଆଜି ରାଷ୍ଟ୍ରୀୟ ବିଜେପି ଦଳର ୩ ଜଣ ମହିଳା ନେତ୍ରୀ ମମିତାଙ୍କ ଝରଣୀ ଗାଁକୁ ଆସୁଛନ୍ତି ଓ ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ଭି. ଶ୍ରୀନିବାସନ୍ ଙ୍କସହ ସାଂସଦ ସୁନିତା ଦୁଗଲ ଓ ବିଧାୟିକା ରୂପା ମିତ୍ର ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇବା କାର୍ଯ୍ୟକ୍ରମ ରହିଛି । ଏହା ପୂର୍ବରୁ ରାଜ୍ୟ ବିଜେପିର ୧୫ ଜଣିଆ ଟିମ୍ ପରିବାର ଲୋକଙ୍କୁ ଭେଟି ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ