Masthead

ଟିଏମସିରେ ଲିଆଣ୍ଡର ପେସ

କୋଲକାତା(ବଡ଼ ଖବର ବ୍ୟୁରୋ): ଟିଏମସିରେ ଯୋଗ ଦେଲେ ପୂର୍ବତନ ଟେନିସ ତାରକା ଲିଆଣ୍ଡର ପେସ । କିଛିଦିନ ପୂର୍ବରୁ ଚର୍ଚ୍ଚିତ ଅଭିନେତ୍ରୀ ନଫିସା ଅଲ୍ଲୀ ମଧ୍ୟ ଟିଏମସି ଯୋଗ ଦେଇଥିଲେ । ସେପଟେ ଟିଏମସିରେ ଯୋଗ ଦେଇ ନିଜର ରାଜନୈତିକ କ୍ୟାରିଅର ଆରମ୍ଭ କରିବା ପାଇଁ ଯାଉଛନ୍ତି । ୨୦୨୨ ମତଦାନ ପୂର୍ବରୁ ଟିଏମସିରେ ଜଣେ ପରେ ଜଣେ ତାରକା ସାମିଲା ହେବାରେ ଲାଗିଛନ୍ତି ।

ଏଥିରୁ ସ୍ପଷ୍ଟ ବାରି ହେଇଯାଉଛି ଯେ ଆସନ୍ତା ନିର୍ବାଚନରେ କେବଳ କୋଲକାତା ନୁହେଁ ବରଂ ଜାତୀୟ ସ୍ତରରେ ମମତା ପାଦ ରଖିବା ପାଇଁ ଯାଉଛନ୍ତି । ଟେନିସରେ ନିଜର ଉଚ୍ଚକୋଟୀର ପ୍ରଦର୍ଶନ ଫଳରେ ସେ ସାରା ବିଶ୍ୱରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାରେ ସମର୍ଥ ହୋଇପାରିଥିଲେ । ଏହା ମଧ୍ୟରେ ଲିଆଣ୍ଡର ରାଜନୀତିରେ କେତେ ସଫଳ ହେଉଛନ୍ତି ତାହା ଦେଖିବାର ବିଷୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି