Masthead

ବାଣ ଫୁଟିଲେ କରୋନା ବଢିପାରେ: ଡିଏମଇଟି

(ବଡ଼ ଖବର ବ୍ୟୁରୋ):  ଫୁଟିବନି ବାଣ । ବାଣ ଫୁଟିଲେ କରୋନା ବଢିପାରେ । ତେବେ ଦୀପାବଳି ପୂର୍ବରୁ ଏମିତି ଚିନ୍ତା ବଢାଇଲା ଭଳି ସୂଚନା ଦେଇଛି ରାଜ୍ୟ ସ୍ୱସ୍ଥ୍ୟ ବିଭାଗ । ଡିଏମଇଟି ନିର୍ଦ୍ଦେଶକ ଡାକ୍ତର ସିବିକେ ମହାନ୍ତି କହିଛନ୍ତି, ବର୍ତ୍ତମାନ କରୋନା ରହିବା ଚିନ୍ତାଜନକ ବଷୟ । ଆଗକୁ ଦୀପାବଳି ଅଛି । ଏହା ପାର୍ବଣ ସମୟ ଏଣୁ କରୋନା ସଂକ୍ରମଣ ବଢିବାର ଆଶଙ୍କା ରହିଛି ।

ସେ ଆହୁରି କହିଛନ୍ତି ବାଣ ଫୁଟାଇଲେ ବାୟୁ ପ୍ରଦୂଷଣ ହୁଏ । ବାୟୁ ପ୍ରଦୂଷଣ ହେଲେ ଟକ୍ସିକ ପଦାର୍ଥ ବାୟୁମଣ୍ଡଳକୁ ଯାଏ । ଯାହାକି ଆମ ପାଇଁ କ୍ଷତିକାରକ । ବାଣ ଫୁଟାଇଲେ ନାଇଟ୍ରିକ ଡାଇଅକ୍ସାଇଡ୍ ବାହାରି ଥାଏ । ଯାହାକି କରୋନା ଭତାଣୁ ବୃଦ୍ଧିରେ ସାହାଯ୍ୟ ହୋଇଥାଏ । ତେଣୁ ଏ ନେଇ ଆମକୁ ସତର୍କ ରହିବାକୁ ପଡିବ । ସରକରା ଜାରି କରିଥିବା ଗାଇଡଲାଇନ ମାନି ଚଳିଲେ କୋରନା ନିୟନ୍ତ୍ରଣରେ ରହିବ ବୋଲି ସିବିକେ ମହାନ୍ତି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ