Masthead

ମୁହଁ ଖୋଲିଲେ ଦିବ୍ୟଶଙ୍କର; ଗଣମାଧ୍ୟମ ନାଁରେ କଲେ ମାନହାନୀ ମୋକଦ୍ଦମା

(ବଡ଼ ଖବର ବ୍ୟୁରୋ):  ସନସାଇନ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର । ସେ ଏକ ପ୍ରେସ ବିବୃତି ଜରିଆରେ କହିଛନ୍ତି, ମମିତାଙ୍କ ଦୁର୍ଭାଗ୍ୟଜନକ ମୃତ୍ୟୁ ହୋଇଛି । ମମିତାଙ୍କ ପରିବାର ପ୍ରତି ମୋର ଗଭୀର ସମବେଦନା ରହିଛି ।

ତେବେ ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋର ଦଣ୍ଡ ଦିଆଯିବ । ଏହାକୁ ନେଇ ତାଙ୍କ ପରିବାର ମାନହାନୀ ମୋକଦ୍ଦମା କରିଛନ୍ତି । ଓଟିଭି, ଓଡ଼ିଶା ରିପୋର୍ଟର ଓ ଅନ୍ୟ ଏକ ଗଣମାଧ୍ୟମ ନାଁରେ ମାମଲା ରୁଜୁ ହୋଇଛି । ସେ ଆହୁରି କହିଛନ୍ତି, ଜନ ପ୍ରତିନିଧିମାନେ ଶିକ୍ଷାନୁଷ୍ଠାନର କାର୍ଯ୍ୟକ୍ରମରେ ଯୋଗ ଦିଅନ୍ତି । ତେବେ ମୁଁ ଯଦି ଏପରି କୌଣସି ଶିକ୍ଷାନୁଷ୍ଠାନ କାର୍ଯ୍ୟକ୍ରମରେ ଯୋଗଦେଇଥାଏ ଓ ସେଠି ପରେ କିଛି ଅଘଟଣ ଘଟେ ସେଛିପାଇଁ ମୋତେ ଦାୟୀ କରାଯାଇପାରିବ ନାହିଁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼