Masthead

କୋଟିଆ ମାମଲା, ତିନି ସପ୍ତାହ ପରେ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) : ତିନି ସପ୍ତାହ ପରେ ସୁପ୍ରିମକୋର୍ଟରେ ଶୁଣାଣି ହେବ କୋଟିଆ ମାମଲା । କୋଟିଆରେ ଆନ୍ଧ୍ରପ୍ରଦେଶ ସରକାର ପଞ୍ଚାୟତ ନିର୍ବାଚନ କରାଇବାକୁ ‌ବେଆଇନ ଦର୍ଶାଇ ଓଡ଼ିଶା ସରକାରଙ୍କ ଦ୍ବାରା ଦାଖଲ କରାଯାଇଥିବା ଅଦାଲତ ଅବମାନନା ପିଟିସନ୍‌ ଉପରେ ସୁପ୍ରିମକୋର୍ଟ ତିନି ସପ୍ତାହ ପରେ ଶୁଣାଣି କରି ନିଷ୍ପତ୍ତି ନେବେ।

ଆଜି ଶୁଣାଣି ସମୟରେ ଏହି ସୂଚନା ଦେଇଛନ୍ତି ସର୍ବୋଚ୍ଚ ଅଦାଲତ। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ଏ.ଏମ୍‌. ଖାନୱିଲକର ଓ ବିଚାରପତି ଜଷ୍ଟିସ୍‌ ସି.ଟି. ରବିକୁମାରଙ୍କ ଖଣ୍ଡପୀଠରେ ଆଜି ଏହି ମାମଲାର ଶୁଣାଣି ହୋଇଥିଲା। ସୁପ୍ରିମକୋର୍ଟ କୋଟିଆ ପ୍ରସଙ୍ଗରେ ଗତ ଅଗଷ୍ଟ ୩୧ ତାରିଖରେ ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ସରକାରଙ୍କୁ ରାଜନୈତିକ ସ୍ତରରେ ମାମଲା ସମାଧାନ କରିବାକୁ ପରାମର୍ଶ ଦେବା ସହ ଏହାର ଶୁଣାଣିକୁ ୪ ସପ୍ତାହ ଘୁଞ୍ଚାଇ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ