Masthead

ମମିତା ହତ୍ୟା ମାମଲା, ୬ ଘଣ୍ଟିଆ ଭଦ୍ରକ ବନ୍ଦ

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଶିକ୍ଷୟତ୍ରୀ ମମିତା ମେହେରଙ୍କ ହତ୍ୟା ଘଟଣାରେ ରାଜ୍ୟ ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଗିରଫ ବିହିଷ୍କାର ଓ ସିବିଆଇ ତଦନ୍ତ ଦାବିରେ ବିଜେପି ପକ୍ଷରୁ ଆଜି ୬ଘଣ୍ଟିଆ ଭଦ୍ରକ ବନ୍ଦ । ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ମନ୍ତ୍ରୀଙ୍କ ସମ୍ପୃକ୍ତି ନେଇ ବିଜେପି ବାରମ୍ବାର ଅଭିଯୋଗ ଆଣିଛି ।

ସକାଳ ୬ରୁ ଦିନ ୧୨ ପର୍ଯ୍ୟନ୍ତ ଭଦ୍ରକ ଜିଲ୍ଲା ବନ୍ଦ ପାଳନ କରୁଛି ବିଜେପି । ଜିଲ୍ଲାର ସମସ୍ତ ବ୍ଲକରେ ସ୍କୁଲ, କଲେଜ, ଦୋକାନ ବଜାର ସହ ସରକାରୀ ଅଫିସ ବନ୍ଦ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ