Masthead

ବିଜୁ ଯୁବବାହିନୀ ସଭାପତିଙ୍କୁ ଚିହ୍ନି ନାହାନ୍ତି ମନ୍ତ୍ରୀ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ବ୍ଲାକ ମେଲିଂରୁ ଆତ୍ମହତ୍ୟା । ମହେଶ୍ୱତାଙ୍କ ବ୍ଲାକ ମେଲିଂରୁ ଆତ୍ମହତ୍ୟା ଘଟଣାରେ ଖସି ଯିବାକୁ ଚେଷ୍ଟା କରୁଛନ୍ତି ମନ୍ତ୍ରୀ । ଦିର୍ଘ ବର୍ଷେ ଧରି ଏକ ମାତ୍ର ଝିଅକୁ ହରାଇ ନ୍ୟାୟ ଅପେକ୍ଷାରେ ଏ ଦପ୍ତରରୁ ସେ ଦପ୍ତରକୁ ଦୌଡି ଦୌଡି ନୟାନ୍ତ ହେଲେଣି ପରିବାର ଲୋକେ । ଶେଷରେ ବଡ଼ ଖବର ଦ୍ୱାରା ନ୍ୟାୟ ଭିକ୍ଷା କରିଛନ୍ତି କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର କାଦବାହାଳୀ ଗାଁର ମଳୟ ସାହୁ ଓ ଲିଳାବତୀ ସାହୁ  ।

ଅନ୍ୟ ପକ୍ଷରେ ମହେଶ୍ୱେତାଙ୍କ ଆତ୍ମହତ୍ୟା ଘଟଣାର ଖୋଳତାଡ ‘ବଡ଼ ଖବର’ ଆରମ୍ଭ କରିବା ପରେ ଏବେ ହରଡଘଣାରେ ପଡିଯାଇଛନ୍ତି ରାଜ୍ୟ ଦକ୍ଷତା ବିକାଶ ଓ ବେଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ  । ନିଜକୁ ବଂଚାଇବାକୁ ଯାଇ ଏବେ ମନ୍ତ୍ରୀ ବିଜୁ ଯୁବବାହିନୀର ସଭାପତି ଥିବା ସୁବାସ ସାହୁକୁ ଚିହ୍ନି ନଥିବା କହି ଖସିଯିବାକୁ ଚେଷ୍ଟା କରୁଛନ୍ତି  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା