Masthead

ଜି-୨୦ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ

ବଡ଼ ଖବର ବ୍ୟୁରୋ: ଜି-୨୦ ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ରୋମରେ ପହଞ୍ଚିଛନ୍ତି । ଇଟାଲୀର ପ୍ରଧାନମନ୍ତ୍ରୀ ମାରିଓ ଡ୍ରାଗି ତାଙ୍କର ସ୍ୱାଗତ କରିଥିବାର ଦେଖିବାକୁ ମିଳିଥିଲା । ଏହି ବୈଠକରେ ବିଶ୍ୱର ଅର୍ଥନୈତିକ ସମସ୍ୟା, କରୋନା ଜଳବାୟୁ ପରିବର୍ତ୍ତନ ଭଳି ପ୍ରସଙ୍ଗ ଗୁଡ଼ିକରେ ଆଲୋଚନା ହେବାକୁ ଯାଉଛି । ସେପଟେ କ୍ୟାଥୋଲିକ ଚର୍ଚ୍ଚର ମୁଖ୍ୟ ପୋପ ଫ୍ରାନସିିସଙ୍କୁ ଭେଟି ପ୍ରଧାନମନ୍ତ୍ରୀ ଜି-୨୦ ବୈଠକରେ ଯୋଗ ଦେଇଥିବାର ସୂଚନା ମିଳିଛି ।

ଅନ୍ୟପଟେ ମୋଦି ହେଉଛନ୍ତି ପଞ୍ଚମ ଭାରତୀୟ ପ୍ରଧାନମନ୍ତ୍ରୀ ଯିଏ କି ରୋମାନ କ୍ୟାଥୋଲିକ ଚର୍ଚ୍ଚର ମୁଖ୍ୟଙ୍କୁ ଭେଟିଛନ୍ତି । ମୋଦି ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ, ଇନ୍ଦିର ଗାନ୍ଧୀ, ଆଇକେ ଗୁଜରାଲ ଓ ଅଟଳ ବିହାରୀ ବାଜପେୟୀ ତକ୍ରାଳୀନ ପୋପଙ୍କୁ ଭେଟିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ