Masthead

ସର୍ଦ୍ଦାର ପଟେଲ ଦେଶର ସ୍ୱାର୍ଥକୁ ପ୍ରାଥମିକତା ଦେଇଛନ୍ତି: ମୋଦୀ

ନୂଆଦିଲ୍ଳୀ(ବଡ଼ ଖବର ବ୍ୟୁରୋ): ସାରା ଦେଶ ପାଳନ କରୁଛି ଆଇରନ ମ୍ୟାନ ସର୍ଦ୍ଦାର ପଟେଲଙ୍କ ଜନ୍ମ ବାର୍ଷିକୀ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଭିଡ଼ିଓ ବାର୍ତ୍ତା ଜାରି କରିଛନ୍ତି । ତେବେ ଜାତୀୟ ଏକତା ଦିବସରେ ସମସ୍ତ ଦେଶବାସୀଙ୍କୁ ଅନେକ ଅନେକ ଶୁଭେଚ୍ଛା । ଆଜି ଦେଶ ଏପରି ଏକ ଜାତୀୟ ବୀର  ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଯିଏ ଜୀବନର ପ୍ରତ୍ୟେକ ମୁହୂର୍ତ୍ତକୁ ଭାରତ ପାଇଁ  ଉତ୍ସର୍ଗ କରିଥିଲେ ।  ସର୍ଦ୍ଦାର ପଟେଲ କେବଳ ଇତିହାସ ନୁହେଁ ବରଂ ଆମ ଦେଶବାସୀଙ୍କ ହୃଦୟରେ ମଧ୍ୟ ଅଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । କେବଳ ଏତିକି ନୁହେଁ ବରଂ ଯେଉଁମାନେ ସମଗ୍ର ଦେଶରେ ଏକତାର ବାର୍ତ୍ତା ସହିତ ଆଗକୁ ବଢିଛନ୍ତି ।

ସେମାନେ ଭାରତର ଅଖଣ୍ଡତା ପ୍ରତି ଅବିସ୍ମରଣୀୟ ପ୍ରତୀକ । ଯେଉଁ ଜମିରେ ଆମେ ୧୩୦ କୋଟି ଭାରତୀୟ ବାସ କରୁଛୁ । ତାହା ଆମର ଆତ୍ମା, ସ୍ୱପ୍ନ ଏବଂ ଆକାଂକ୍ଷାର ଏକ ଅବିଚ୍ଛେଦ୍ୟ ଅଙ୍ଗ । ଗଣତନ୍ତ୍ରର ଦୃଢ ମୂଳଦୁଆ ଯାହା ଶହ ଶହ ବର୍ଷ ଧରି ଭାରତର ସମାଜ ଏବଂ ପରମ୍ପରାରୁ ବିକଶିତ ହୋଇ ଏକ ଭାରତର ଆତ୍ମାକୁ ସମୃଦ୍ଧ କରିଛି ବୋଲି ପ୍ରଧାନମନ୍ତ୍ରୀ ପଟେଲଙ୍କ ଜନ୍ମ ବାର୍ଷିକୀ ଅବସରରେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼