Masthead

ବିଜେଡିର ମିଶ୍ରଣ ପର୍ବ

କେନ୍ଦୁଝର(ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକର ବାଇକଳା ପଞ୍ଚାୟତର ବିଲ୍ଲା ରାମପୁର ଠାରେ ୨୯ ନମ୍ବର ଜୋନ ସ୍ତରୀୟ କର୍ମୀ ସମାବେଶ ଅନୁଷ୍ଠିତ ହୋଇଛି । ଏହା ସମାବେଶକୁ ମାନ୍ୟବର ପାଟଣା ଯୁବ ବିଧାୟକ ଶ୍ରୀଯୁକ୍ତ ଜଗନ୍ନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ହୋଇଥିଲା । ଏହି କାର୍ୟ୍ୟକ୍ରମରେ ବିଜେଡ଼ି ରାଜ୍ୟ କୃଷକ ସଭାପତି କାନନ ବିହାରୀ ପୋହି, ବିଜେଡି ଜିଲ୍ଲା ଅନୁସୂଚିତ ଜାତି ସଭାପତି ଭାରତ ପାତ୍ର,ବିଜୁ ଜିଲ୍ଲା କୃଷକ ସଭାପତି ଦୀପକ୍ ରାଜ, ବିଜେଡି ଜିଲ୍ଲା ଉପସଭାପତି ଦିଲ୍ଲିପ ସାହୁ, ବିଜେଡି ବ୍ଲକ୍ ସଭାପତି ଗୋବିନ୍ଦ ମହାନ୍ତ, ବ୍ଲକ୍ ବିଜେଡି ଯୁବ ସଭାପତି ସତ୍ୟ ନାରାୟଣ ପଣ୍ଡା, ସାଂସଦ ପ୍ରତିନିଧି ରବୀନ୍ଦ୍ର ନାଏକ, ବ୍ଲକ୍ ଅଧ୍ୟକ୍ଷା ରମ୍ଭାବତି ଦେହୁରୀ , ବ୍ଲକ ଉପାଧ୍ୟକ୍ଷା କିରଣବାଳା ସିଂ, ବ୍ଲକ ବିଜେଡି ଛାତ୍ର ସଭାପତି ପ୍ରଣବ ପ୍ରକାଶ ପୋହିଙ୍କ ସହିତ ୨୯ ନମ୍ବର ଜୋନ ଅନ୍ତର୍ଗତ ୧୦ ଟି ପଞ୍ଚାୟତର ସଭାପତି, ଯୁବ ସଭାପତି, ବରିଷ୍ଟ ,ମହିଳା, ଛାତ୍ର, ଯୁବ ଆଦି କର୍ମୀ ଯୋଗଦାନ କରିଥିଲେ ।

ପୂର୍ବତନ ଯୁବ ସଭାପତି ବିଜୟ ଖଟୁଆ ସଭା ପରିଚାଳନା କରିଥିଲେ। ଏହି ସଭାରେ ବିଜେପି, କଂଗ୍ରେସ ଦଳର ବୋହୁ କର୍ମୀ ଦଳ ପରିତ୍ୟାଗ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିତୀ ଆଦର୍ଶରେ ଅନୁପ୍ରାଣିତ ହୋଇ ମାନ୍ୟବର ପାଟଣା ବିଧାୟକ ଶ୍ରୀଯୁକ୍ତ ଜଗନ୍ନାଥ ନାୟକ ନେତୃତୁରେ ପାଟଣା ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳକୁ ଶକ୍ତିଶାଳୀ କରିବା ପାଇଁ ବିଜୁ ଜନତା ଦଳରେ ସାମିଲ ହେଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ