Masthead

ଗୃହମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ମହାଲିଙ୍ଗ କଲେଜ ମମିତା ହତ୍ୟା କାଣ୍ଡକୁ ନେଇ ସାରା ରାଜ୍ୟରେ ଜୋର ଧରିଥିବା ବେଳେ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ଜୁନାଗଡ ଠାରେ ଲୋକଙ୍କ ସମ୍ମୁଖକୁ ଆସିଛନ୍ତି । ଏଥିନେଇ ସ୍ତାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍ ପାର୍ଶ୍ଵରେ ସତାଧିକ ମହିଳା ଏବ୍ଂ ଜନସାଧାରଣ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦେଇଛନ୍ତି ।

କ୍ୟାପଟେନ ମିଶ୍ର ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହିତ ଷ୍ଟାଡିୟମ୍ ଗେଟରେ ପହଁଞ୍ଚିବା କ୍ଷଣି ଶହ ଶହ ମହିଳା ସ୍ୱାଗତ ଜଣାଇଥିଲେ। ଏହା ପରେ ଷ୍ଟାଡିୟମ୍ ପରିସରରେ ମହିଳା ଓ ଶିଶୁ ମାନଙ୍କ ପାଇଁ ଏକ ଉଦ୍ୟାନର ଭିତି ପ୍ରସ୍ତର ସ୍ଥାପନ କରିଥିଲେ । ସେଠାରୁ ବାହାରି ଯିବାସମୟରେ ବ୍ଲକ ଛକ ନିକଟରେ ଅଣ୍ଡା ମାଡ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ