Masthead

ବାଛୁରୀ ଉପରେ ଚଢ଼ିଗଲା ମାଲ ବୋଝେଇ ଟ୍ରକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଅଣ୍ଡିଲୋ ଛକ ନିକଟରେ ଘଟିଯାଇଛି ଦୁଃଖଦ ଘଟଣା । ସୂଚନା ଥାଉ କି ରାସ୍ତା କଡରେ ସୋଇଥିବ ଏକ ବାଛୁରୀ ଉପରେ ଦ୍ରୁତ ଗାମିରେ ଆସୁଥିବା ମାଲ ବୋଝଇ ଟ୍ରକ ଚଢିଯାଇଥିଲା । ଫଳରେ ବାଛୁରୀ ଟିର ଦୁଇ ଗୋଡ ସମ୍ପୂର୍ଣ ନଷ୍ଟ ହୋଇଯାଇଛି । ଦୁର୍ଘଟଣା ଘଟାଇଥିବା ଗାଡ଼ିଟି ଘଟଣା ସ୍ଥଳରୁ ଫେରାର ହୋଇ ଯାଉଥିବା ବେଳେ ସ୍ଥାନୀୟ ଲୋକ ଏହାର ପିଛା କରି ବାଲିଅନ୍ତା ସାଇପନ ଛକ ନିକଟରେ ଅଟକାଇ ଥିଲେ।

ଗାଡ଼ିକୁ ଅଟକ ରଖିବା ସହ ସ୍ଥାନୀୟ ଲୋକ ବାଲିଅନ୍ତା ପୋଲିସକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ବାଲିଅନ୍ତା ପୋଲିସ ପହଞ୍ଚି ଗାଡିଟିକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି । ଦ୍ରୁତ ଗତି କାରଣରୁ ଏଭଳି ଘଟଣା ଘଟିଥିବା ସ୍ଥାନୀୟ ଲୋକ ମତ ରଖୁଥିବା ବେଳେ ଏଭଳି ଘଟଣାକୁ ନେଇ ପଶୁ ପ୍ରେମୀ ଙ୍କ ମନରେ ଆଘାତ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ