Masthead

କଂଗ୍ରେସ କରିଛି ଶକ୍ତି ପ୍ରଦର୍ଶନ

ଜୟପୁର(ବଡ଼ ଖବର ବ୍ୟୁରୋ): କଂଗ୍ରେସ କରିଛି ଶକ୍ତି ପ୍ରଦର୍ଶନ । ଜୟପୁର ଏୟାର ଷ୍ଟ୍ରିପ ଠାରେ ପହଞ୍ଚିଲେ ପିସିସି ସଭାପତି ନିରଞ୍ଜନ ପଟନାୟକ, ଓଡିଶା ପ୍ରଭାରୀ ଚ୍ଚେଲ୍ଲାକୁମାର, ରୁନ୍ଦ୍ର ରାଜୁ, ନରସିଂହ ମିଶ୍ର । ବିଧାୟକ ଅଭିରାଜ ପାଣିଗ୍ରାହୀ, ବିଧାୟକ ରମେଶ ଜେନା , ସାଂସଦ ସପ୍ତଗିରି ଉଲକା  ପହଞ୍ଚିଛନ୍ତି । ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ମଧ୍ୟ ଉପସ୍ଥିତ ଅଛନ୍ତି ।

ଆଜି ଜୟପୁର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ଶ୍ରୀଯୁକ୍ତ ତାରା ପ୍ରସାଦ ବାହିନୀପତି ଜୟପୁର ଠାରେ ତାଙ୍କ ଶକ୍ତି ପ୍ରଦର୍ଶନ କରିଛନ୍ତି। ଏୟାର ଷ୍ଟ୍ରିପ ଠାରୁ ଏକ ବିଶାଳ ବାଇକ୍ ରାଲିରେ ନବରଙ୍ଗପୁର ଠାରେ  ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସରେ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ