Masthead

ଏଟିଏମ ଭାଙ୍ଗିଲେ ଦୁର୍ବୃତ୍ତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗତକାଲି ବିଳମ୍ବିତ ରାତିରେ କେତେକ ଦୁର୍ବୃତ୍ତ ଆଖଣ୍ଡଳମଣିପୀଠ ପ୍ରବେଶପଥ ନିକଟରେ ଥିବା ଷ୍ଟେଟ ବ୍ୟାଙ୍କ ଏଟିଏମକୁ ଭାଙ୍ଗିବା ସହ ଲକ୍ଷାଧିକ ଟଙ୍କା ଲୁଟ କରିଥିବା ଆଶଙ୍କା କରାଯାଉଛି। ଆଜି ରବିବାର ବ୍ୟାଙ୍କ ଛୁଟି ରହିଥିବା ସୁଯୋଗରେ ଗତକାଲି କେହି ଦୁବୃର୍ତ୍ତ ଏପରି କାର୍ଯ୍ୟ କରିଥିବାର ସ୍ଥାନୀୟ ଲୋକ କହିଛନ୍ତି ।

ତାହା ସହ ବ୍ୟାଙ୍କ ସମ୍ମୁଖରେ ଥିବା ୨ଟି ସିସିଟିଭି କ୍ୟାମେରା ସହ ଆଲାରାମକୁ ଭାଙ୍ଗି ଦେଇଛନ୍ତି ଦୁବୃର୍ତ୍ତମାନେ। ଏପରେକି ଗ୍ୟାସ ସିଲିଣ୍ଡର ଓ କଟର ଦ୍ବାରା ଏଟିଏମ ମେସିନକୁ ତାଡିବା ସହ ଏଟିଏମ ଗୃହରେ ଲାଗିଥିବା ଆସବାପତ୍ର ଗୁଡିକୁ ଭାଙ୍ଗି ଦେଇଛନ୍ତି। ହେଲେ ଦୁର୍ବତମାନେ ଏଟିଏମ ମେସିନରୁ ଟଙ୍କା ନେଇଛନ୍ତି କି ନାହିଁ ତାହା ତଦନ୍ତ ପରେ ଜଣା ପଡିବ ବୋଲି ଫୋନ ଯୋଗେ ଜଣାଇଛନ୍ତି ଶାଖା ପରିଚାଳକ। ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ