Masthead

ଆସିକାରେ ପାଳିତ ହେଲା ପଟେଲଙ୍କ ଜନ୍ମଜୟନ୍ତୀ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଆସିକା ଟାଉନହଲ ଖେଳ ପଡିଆ ଠାରେ ଆସିକା ପତଞ୍ଜଳୀ ଯୋଗ ସମିତି ଓ ଆସିକା ରାଷ୍ଟ୍ରୀୟ ସ୍ବୟଂ ସଂଘ ପକ୍ଷରୁ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଜୟନ୍ତୀ ପାଳନ କରାଯାଇଛି ।

ସେ ଏକାଧାରରେ ଜଣେ ସର୍ବଗୁଣବାନ ସାଙ୍ଗକୁ ଭାରତ କୁ ଏକ କରି ରଖିବାରେ ତାଙ୍କର ମୁଖ୍ୟ ଭୂମିକା ରହିଛି । ତାଙ୍କ ଜନ୍ମ ଦିନକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ କରାଯାଉଛି । ଏହି ଦିବସ ଅବସରରେ ପ୍ରାତଃ ସକାଳୁ ତାଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରାଯାଇ ତାଙ୍କ ଗୁଣଗାନ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?