Masthead

ଜେଲରୁ ମୁକୁଳିଲେ ମୁନମୁନ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଆର୍ୟନଙ୍କ ପରେ ଜେଲରୁ ମୁକୁଳିଲେ ମୁନମୁନ । ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ଆର୍ୟନ ଖାନଙ୍କ ସହ ଏନସିବି ଦ୍ୱାରା ଗିରଫ ହୋଇଥିବା ମୁନମୁନ ଧମେଚାଙ୍କୁ ଆଜି ବାଇକୁଲା ଜେଲରୁ ବାହାରିଛନ୍ତି । ବର୍ତ୍ତମାନ ଅରବାଜ ମର୍ଚ୍ଚାଣ୍ଡ ମଧ୍ୟ ଆର୍ଥର ରୋଡ ଜେଲରୁ ଶୀଘ୍ର ବାହାରିବା ନେଇ ସମ୍ଭାବନା ରହିଛି । ସେପଟେ ଆଜି ସନ୍ଧ୍ୟା ସୁଦ୍ଧା ଅରବାଜ ଜେଲରୁ ବାହାରିଯିବେ ବୋଲି ତାଙ୍କ ବାପା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି