Masthead

ଯୋଗୀଙ୍କୁ ପୁଣି ଟାର୍ଗେଟ କଲେ ପ୍ରିୟଙ୍କା

ଗୋରଖପୁର(ବଡ଼ ଖବର ବ୍ୟୁରୋ): ପାଖେଇ ଆସୁଛି ଉତ୍ତରପ୍ରଦେଶ ନିର୍ବାଚନ । ଏନେଇ ବିଜେପି ଓ କଂଗ୍ରେସ ନିଜର ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି । ଏହା ମଧ୍ୟରେ ଦଳର ସାଧାରଣ ସମ୍ପବାଦକ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରୁଥିବାରୁ ଦେଖିବାକୁ ମିଳିଛି । ତେବେ ବିଜେପି ଶାସନ କାଳରେ ଦଳିତ, ଓବିସି, ବ୍ରାହ୍ମଣ ସମସ୍ତେ ଶୋଷଣର ଶିକାର ହୋଇଛନ୍ତି।

ଏହା ସହ ଦଳିତ, ବୁଣାକାର ଓବିସି, ଗରିବ, ସଂଖ୍ୟା ଲଘୁ ସମସ୍ତେ ଯୋଗୀଙ୍କ ଶାସନ କାଳରେ ଶୋଷଣରେ ଶିକାର ହୋଇଛନ୍ତ ବୋଲି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗଡ଼ ଗୋରଖପୁରରେ ଏକ ଜନ ସଭାରେ ଯୋଗଦେଇ ପ୍ରିୟଙ୍କା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା