ଟସ ଜିତି ବୋଲିଂ କରିବ ନ୍ୟୁଜିଲାଣ୍ଡ

ଦୁବାଇ(ବଡ଼ ଖବର ବ୍ୟୁରୋ): ଭାରତ ଓ ନ୍ୟୁଜିଲାଣ୍ଡ ଆଉ କିଛି ସମୟ ପରେ ମୁହାଁମୁହିଁ ହେବାକୁ ଯାଉଛନ୍ତି । ଆଜିର ମ୍ୟାଚ ଉଭୟ ଦେଶ ପାଇଁ କର ବା ମର । ଅର୍ଥାତ ଉଭୟ ଦେଶ ନିଜର ପ୍ରଥମ ମ୍ୟାଚକୁ ହାରିଛନ୍ତି । ତେଣୁ ଆଜିର ମ୍ୟାଚକୁ ଜିତିବା ହିଁ ଉଭୟ ଦେଶଙ୍କର ମୂଳ ଲକ୍ଷ୍ୟ । ସେପଟେ କଲଟସ ଜିତି ବୋଲିଂ କରିବାର ନିଷ୍ପତ୍ତି ନେଇଛି ନ୍ୟୁଜିଲାଣ୍ଡ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ